www.samajalive.in
Saturday, December 6, 2025
19.1 C
Bhubaneswar

କଟକ

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି ଆଠଗଡ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ରାଜକୁମାର ଦାସ ଶନିବାର ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣାର ବିବରଣୀରୁ ପ୍ରକାଶ,...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର ପ୍ରାକ୍ତନ ସମ୍ପାଦକ ପଦ୍ମଭୂଷଣ ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ ଉତ୍ସବ। ଏହି ଅବସରରେ କଟକସ୍ଥିତ ସମାଜ ମୁଖ୍ୟ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ ସେ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା ଓ ପ୍ରତ୍ୟୟର ଦୀପଶିଖା। ଜନ୍ମମାଟି ଆଠଗଡରେ...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର ପ୍ରାକ୍ତନ ସଂପାଦକ ପଦ୍ମଭୂଷଣ ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ ଉତ୍ସବ ଖୁଣ୍ଟୁଣୀସ୍ଥିତ...

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ ବାରବାଟୀରେ ବଢ଼ିଲାଣି ଭିଡ। ଆସନ୍ତା କାଲି ସକାଳ ୬ ଟାରୁ ଲାଇନ ପାଇଁ...

ବିରୂପା ନଦୀରେ କାର ଖସିପଡିବା ଘଟଣା: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ: ଜଗତପୁର ଥାନା ଆଇବି ରୋଡ ସ୍ଥିତ ବିରୂପା ନଦୀରେ କାର ଖସିପଡିବା ଘଟଣାରେ ଆଜି ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲି ୫ଜଣ...

ଟି-୨୦ ପାଇଁ ୧୫ ଜଣିଆ ଖେଳାଳି ଘୋଷଣା

କଟକ : ଡିସେମ୍ବର ୯ ତାରିଖରେ କଟକରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ଖେଳାଯିବ। ବିସିସିଆଇ ପକ୍ଷରୁ ଟି- ୨୦ ମ୍ୟାଚ ପାଇଁ...

ବାରବାଟୀ ଟିକେଟ୍ ବିକ୍ରି : ପୂର୍ବ ରାତିରୁ ନୁହେଁ, ସକାଳ ୬ରୁ ଧାଡି

କଟକ : ବାରବାଟୀ ଷ୍ଟାଡିୟମରେ ଡିସେମ୍ବର ୯ରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ଡିସିପି ସମୀକ୍ଷା କରିଛନ୍ତି। ସେ...