www.samajalive.in
Monday, December 8, 2025
24.1 C
Bhubaneswar

କଟକ

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ ହତାଶ ହୋଇପଡିଛନ୍ତି। ମୁଣ୍ଡ ଝାଳ ତୁଣ୍ଡରେ ମାରି ଅକ୍ଳାନ୍ତ ପରିଶ୍ରମ କରି ଅମଳ କରିବାକୁ ଚାହିଁ ବସିଥିବା ଚାଷୀ ସେମାନଙ୍କ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ ପାଇଁ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ଵ ଦିଆଯାଇଛି। ମ୍ୟାଚ ଲାଗି ଟ୍ବିନ ସିଟିରେ ସୁରକ୍ଷା ଦାୟିତ୍ଵରେ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍‌କୁ ଲକ୍ଷ୍ୟ କରି...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ନାମ, ଭାବମୂର୍ତ୍ତି, ମୂଲ୍ୟବୋଧ ଓ ଆଦର୍ଶ ସହ ରହିଛି ପଦ୍ମଭୂଷଣ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି ଆଠଗଡ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ରାଜକୁମାର ଦାସ ଶନିବାର ଅଭିଯୁକ୍ତକୁ ଆଜୀବନ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର ପ୍ରାକ୍ତନ ସମ୍ପାଦକ ପଦ୍ମଭୂଷଣ ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ ଉତ୍ସବ।...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ ସେ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା ଓ ପ୍ରତ୍ୟୟର ଦୀପଶିଖା। ଜନ୍ମମାଟି ଆଠଗଡରେ...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର ପ୍ରାକ୍ତନ ସଂପାଦକ ପଦ୍ମଭୂଷଣ ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ ଉତ୍ସବ ଖୁଣ୍ଟୁଣୀସ୍ଥିତ...