www.samajalive.in
Wednesday, November 19, 2025
26.1 C
Bhubaneswar

ଝାରସୁଗୁଡା

ସାଇବର ଠକେଇ: ୧୨ ଗିରଫ

ଝାରସୁଗୁଡା: ଝାରସୁଗୁଡାରେ ବଡଧରଣର ସାଇବର ଠକେଇର ପର୍ଦ୍ଦାଫାଶ ହୋଇଛି। ଝାରସୁଗୁଡା ପୁଲିସ୍‌ ପଶ୍ଚିମ ଓଡିଶାରୁ ୧୨ ଜଣିଆ ଗ୍ୟାଙ୍ଗକୁ ଗିରଫ କରିଛି। ୬୧ରୁ ଅଧିକ ପାସ୍‌ବୁକ୍ , ୪୧ଟି ଏଟିଏମ୍‌, ୯୦ଟି ମୋବାଇଲ...

ଜଙ୍ଗଲରୁ ନବଜାତ ଶିଶୁ କନ୍ୟା ଉଦ୍ଧାର କଲେ ପିଇଓ

ଝାରସୁଗୁଡା:ପୁଣି ଅଲୋଡା ହେଲା ଶିଶୁ କନ୍ୟା। ଝାରସୁଗୁଡା ଜିଲ୍ଲା ବାଗଦେହି ଅଞ୍ଚଳରେ ଥିବା ଏକ ଜଙ୍ଗଲରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପରିତ୍ୟକ୍ତ ଅବସ୍ଥାରେ ଶିଶୁଟିକୁ ଉଦ୍ଧାର...

ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା : ଝାରସୁଗୁଡା ସହରାଞ୍ଚଳ ରେଳ ଓଭର ବ୍ରିଜ୍ ତଳ ରେଳଧାରଣାରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ସମ୍ବଲପୁର ଜିଲ୍ଲାର ନୟାପରା ଅଞ୍ଚଳର...

ଓଡ଼ିଶା ଫେରିବ ୩ ମୃତଦେହ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀରର ମା' ବୈଷ୍ଣୋଦେବୀଙ୍କ ଦର୍ଶନ କରିବାକୁ ଯାଇଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଥିବା ୩ ତୀର୍ଥଯାତ୍ରୀଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ।...

୬୦ ହଜାର କୋଟିର ପ୍ରକଳ୍ପ ଭେଟି

ଝାରସୁଗୁଡା : ଝାରସୁଗୁଡାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିବା ପରେ ରାଜ୍ୟପାଳ ହରିବାବୁ କମ୍ଭମପତି  ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀଙ୍କୁ...

ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେଲେ ଦୁଇ ଆଇଆଇଟି ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ଝାରସୁଗୁଡାରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନେ...

ଅମଲିପାଲି ଯୁବ ସମାବେଶରେ ଯୋଗ ଦେଲେ ମୋଦୀ

ଝାରସୁଗୁଡା:  ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ଶୋରେ ଯାଇ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ସାମିଲ ହୋଇଛନ୍ତି  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।...

ଝାରସଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଝାରସୁଗୁଡା: ଝାରସୁଗୁଡାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି...