ବାଲେଶ୍ବର: ବାଲେଶ୍ବର ଜିଲା ସେରଗଡ଼ ଟୋଲଗେଟ ନିକଟରୁ ସୋମବାର ଦୁଇଟି ଗୋରୁ ବୋଝେଇ କଣ୍ଟେନର ଜବତ କରିଛି ପୁଲିସ। ଏଥିରେ ଥିବା ୧୦୦ରୁ ଊର୍ଦ୍ଧ୍ଵ ଗୋରୁଙ୍କୁ ଉଦ୍ଧାର କରାଯାଇଛି। ଏହାସହ ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!