www.samajalive.in
Monday, December 15, 2025
24.1 C
Bhubaneswar

ଇଣ୍ଡିଆନ୍‌ ବ୍ୟାଙ୍କ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳିତ

ଭୁବନେଶ୍ୱର: ଭାରତ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ଇଣ୍ଡିଆନ୍‌ ବ୍ୟାଙ୍କ, ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ କାର୍ଯ୍ୟାଳୟ ତରଫରୁ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଅଛି । ଏହା ୩୧ ଅକ୍ଟୋବର ୨୦୨୨ରୁ ୬  ନଭେମ୍ବର ୨୦୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

ଏହି ଅବସରରେ ଗତ ଅକ୍ଟୋବର ୩୧ତାରିଖ ଦିନ କ୍ଷେତ୍ର ମହାପ୍ରବନ୍ଧକ କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରିଥିଲେ । ବ୍ୟାଙ୍କର ଉପ-ମହାପ୍ରବନ୍ଧକ ସଞ୍ଜୟ ରାୟ, ସହାୟକ ମହାପ୍ରବନ୍ଧକ ସନ୍ଦୀପ ପଟ୍ଟନାୟକ, ନବୀନ ପଟ୍ଟନାୟକ ଓ ଅନ୍ୟାନ୍ୟ କର୍ମଚାରୀ ଓ ଅଧିକାରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories