www.samajalive.in
Saturday, December 6, 2025
14.1 C
Bhubaneswar

ନବ ଦାସ ହତ୍ୟା ମାମଲାରେ ଦୀପାଳି ଓ ବିଶାଲଙ୍କୁ କ୍ରାଇମବ୍ରାଞ୍ଚ ନୋଟିସ

ସମାଜ ଡିଜିଟାଲ ଡେସ୍କ: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ନବଙ୍କ ଝିଅ ଦୀପାଳି ଦାସ ଏବଂ ପୁଅ ବିଶାଲ ଦାସଙ୍କୁ ନୋଟିସ ଜାରି କରାଯାଇଛି। ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ମଧ୍ୟରେ ଉଭୟଙ୍କୁ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ହାଜର ହୋଇ ନିଜ ନିଜ ପକ୍ଷ ରଖିବାକୁ ନୋଟିସରେ କୁହାଯାଇଛି। ନବଙ୍କ ହତ୍ୟାକୁ ନେଇ ଦୀପାଳି ଏବଂ ବିଶାଲଙ୍କ ମଧ୍ୟରେ ବୟାନବାଜି ଜାରି ରହିଥିବାରୁ ଏହାକୁ ନେଇ କ୍ରାଇମବ୍ରାଞ୍ଚ ସେମାନଙ୍କୁ ନୋଟିସ ଜାରି କରିଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ମାମଲାର ତଦନ୍ତ ଜାରି ରହିଛି। ତଦନ୍ତ ସମ୍ପନ୍ନ ହୋଇ ନ ଥିବାବେଳେ କ୍ରାଇମବ୍ରାଞ୍ଚ ଏହାର ଚୂଡ଼ାନ୍ତ ଚାର୍ଜଶିଟ୍‌ ମଧ୍ୟ ଦାଖଲ କରିନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories