www.samajalive.in
Monday, December 8, 2025
27.1 C
Bhubaneswar

ଏମ୍ସରେ ସିବିଆଇ ଚଢାଉ

ଭୁବନେଶ୍ଵର: ଭୁବନେଶ୍ଵର ଏମ୍‌ସ ହସ୍ପିଟାଲରେ ସିବିଆଇ ଚଢାଉ ହୋଇଛି। ନିଯୁକ୍ତିରେ ଅନିୟମିତତା ଅଭିଯୋଗରେ ବୁଧବାର ଏହି ଚଢାଉ କରାଯାଇଥିବା ଜଣାପଡ଼ିଛି। ଜାଲ୍ କାଗଜପତ୍ରରେ ବିଭିନ୍ନ ପଦପଦବୀରେ ନିଯୁକ୍ତି ମିଳିଥିବା ଅଭିଯୋଗ ପରେ ସିବିଆଇ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଏହାପରେ ନିଯୁକ୍ତିରେ ଅନିୟମିତତା ହୋଇଥିବା ସିବିଆଇ ଜାଣିବାକୁ ପାଇଥିଲା। ପଦକ୍ଷେପସୂରୁପ ଆଜି ଭୁବନେଶ୍ଵର ସିବିଆଇର ୯ ଜଣିଆ ଟିମ୍‌ ଏମ୍ସରେ ଚଢାଉ ଜାରି ରଖିଛନ୍ତି।

 

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories