www.samajalive.in
Monday, December 15, 2025
16.1 C
Bhubaneswar

ଭୂପେଶ ବଘେଲଙ୍କ ଘରେ ସିବିଆଇ ଚଢାଉ

ରାୟପୁର: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭୂପେଶ ବଘେଲଙ୍କ ବାସଭବନରେ ବୁଧବାର ଚଢାଉ କରିଛି ସିବିଆଇ। କୁହାଯାଇଛି ଯେ ସିବିଆଇ ଟିମ୍ ତଦନ୍ତ ପାଇଁ ରାୟପୁର ଏବଂ ଭିଲାଇରେ ପହଞ୍ଚିଛି। ଏହାପୂର୍ବରୁ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଟିମ୍‌ ଭୂପେଶ ବଘେଲଙ୍କ ବାସଭବନରେ ଚଢାଉ କରିଥିଲା। ୬, ୦୦୦ କୋଟି ଟଙ୍କାର ମହାଦେବ ବେଟିଂ ଆପ୍ ଦୁର୍ନୀତି ମାମଲାରେ ଏହି ଚଢାଉ କରାଯାଉଥିବା ଜଣାପଡ଼ିଛି।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories