ସନ୍ଦେଶଖାଲି ଯୌନ ନିର୍ଯାତନା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଡେସ୍କ: ଶାସକ ତୃଣମୂଳ କଂଗ୍ରେସର ସ୍ଥାନୀୟ ନେତାଙ୍କ ବିରୋଧରେ ମହିଳାଙ୍କ ଉପରେ ଯୌନ ନିର୍ଯାତନା ଏବଂ ଜମି ହଡ଼ପ ଅଭିଯୋଗ ଆଣିଥିବା ସନ୍ଦେଶଖାଲି ମାମଲାର ସିବିଆଇ ତଦନ୍ତ ପାଇଁ କୋଲକାତା ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି।ଏଥି ସହ ଚାଷ ଜମିକୁ ବେଆଇନ ଭାବେ ମତ୍ସ୍ୟଚାଷ ପାଇଁ ରୂପାନ୍ତରିତ କରିବା ପ୍ରସଙ୍ଗରେ ରିପୋର୍ଟ ଦାଖଲ କରିବାକୁ କୋର୍ଟ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏକ ଟିମ୍ ଉପରେ ହୋଇଥିବା ଆକ୍ରମଣର … Continue reading ସନ୍ଦେଶଖାଲି ଯୌନ ନିର୍ଯାତନା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
Copy and paste this URL into your WordPress site to embed
Copy and paste this code into your site to embed