www.samajalive.in
Monday, December 15, 2025
26.1 C
Bhubaneswar

ଏସ୍‌ଆଇ ପରୀକ୍ଷା ଅନିୟମିତତା: ସିବିଆଇରେ ହାଜର ହେଲେ ଆଉ ଜଣେ ପରୀକ୍ଷାର୍ଥୀ

ସମାଜ ଡିଜିଟାଲ ଡେସ୍କ: ପୁଲିସ ସବ୍‌ ଇନ୍ସପେକ୍ଟର ପରୀକ୍ଷା ଅନିୟମିତତା ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ତଦନ୍ତକୁ ଜୋରଦାର କରିଛି । ସିବିଆଇରେ ଆଜି ଆଉ ଜଣେ ପରୀକ୍ଷାର୍ଥୀ ହାଜର ହୋଇଛନ୍ତି । ଆଜି ହାଜର ପରୀକ୍ଷାର୍ଥୀ ଜଣଙ୍କ ପୂର୍ବରୁ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇଥିଲେ । ଗତକାଲି ୪ଜଣଙ୍କୁ ମାରାଥନ ଜେରା କରିଥିଲା ସିବିଆଇ । ରାତି ୧୨ଟା ପର୍ଯ୍ୟନ୍ତ ସେମାନଙ୍କୁ ପଚରାଉଚରା କରିଥିଲା ।

କିଭଳି ଡିଲ୍‌ ହୋଇଥିଲା ଓ କିଏ ସେମାନଙ୍କୁ ଯୋଗାଯୋଗ କରିଥିଲା, ଏମିତି କିଛି ନୂଆ ତଥ୍ୟ ପ୍ରମାଣ ହାତେଇବାକୁ ସିିବିଆଇ ଜେରା କରୁଛି । ଏହି ମହାଦୁର୍ନୀତି ଲିଙ୍କ୍‌ରେ ଥିବା ୧୦ଜଣଙ୍କୁ ସିବିଆଇ ପକ୍ଷରୁ ସମନ କରାଯାଇଥିଲା । ଏହି ମାମଲାରେ ପରୋକ୍ଷ-ପ୍ରତ୍ୟକ୍ଷ ଭାବେ ଜଡିତ ଥିବା ବ୍ୟକ୍ତଙ୍କୁ ପୁଚରାଉଚରା କରାଯିବ ବୋଲି କୁହାଯାଇଛି ।

- Advertisement -

 

 

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories