www.samajalive.in
Monday, December 15, 2025
16.1 C
Bhubaneswar

କୋଲକାତାରେ ସିବିଆଇ, ସନ୍ଦେଶଖାଲି ଘଟଣାରେ କରିବ ପଚରାଉଚୁରା

ଡେସ୍କ: ଗିରଫ ତୃଣମୂଳ କଂଗ୍ରେସ ନେତା ଶେଖ ଶାହାଜାହାନଙ୍କ ଭାଇ ଶେଖ୍ ଆଲମଗିରଙ୍କୁ ପଚରାଉଚରା କରିବା ପାଇଁ ସିବିଆଇ ଆଜି କୋଲକାତାର ନିଜାମ ପ୍ୟାଲେସରେ ପହଞ୍ଚିଛି। ଗତ ଜାନୁଆରି ୫ ତାରିଖରେ ସନ୍ଦେଶଖାଲିରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ସିବିଆଇ ତାଙ୍କୁ ପଚରାଉଚରା ପାଇଁ ସମନ କରିଛି। ଶାହାଜାହାନଙ୍କ ଘନିଷ୍ଠ ସହଯୋଗୀ ମାଫିଜୁର ମୋଲାଙ୍କ ସମେତ ଅନ୍ୟ ୧୫ ଜଣଙ୍କୁ ମଧ୍ୟ ପଚରାଉଚରା ପାଇଁ ଡକାଯାଇଛି।

ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣାକୁ ରାଜନୈତିକ ନେତା ଓ ଦଳ ପକ୍ଷରୁ ସ୍ୱାଗତ

- Advertisement -

ସେପଟେ ପଶ୍ଚିମବଙ୍ଗରେ ରାସନ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶେଖ ଶାହାଜାହାନଙ୍କ ଭାଇ ଶେଖ ଆଲମଗିର ଏବଂ ଶେଖ ସିରାଜୁଦ୍ଦିନଙ୍କୁ ମାର୍ଚ୍ଚ ୨୧ରେ ପଚରାଉଚରା ପାଇଁ ସମନ କରିଛି।

୨୩ ଯାଏଁ ଇଡି ହେପାଜତକୁ ଗଲେ ବିଆରଏସ ନେତ୍ରୀ କେ କବିତା

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories