www.samajalive.in
Saturday, December 6, 2025
19.1 C
Bhubaneswar

ଶାହାଜାହାନ ଶେଖଙ୍କ ବାସଭବନରେ ଆଜି ସିବିଆଇ ଚଢ଼ାଉ

ଡେସ୍କ: ପଶ୍ଚିମବଙ୍ଗର ସନ୍ଦେଶଖାଲିସ୍ଥିତ ତୃଣମୂଳ କଂଗ୍ରେସର ନିଲମ୍ବିତ ନେତା ଶାହାଜାହାନ ଶେଖଙ୍କ ବାସଭବନରେ ଆଜି ସିବିଆଇ ଚଢ଼ାଉ କରିଛି। ସିବିଆଇ ଅଧିକାରୀମାନେ ମଧ୍ୟ ସରବେରିଆ ଅଞ୍ଚଳ ପରିଦର୍ଶନ କରିଥିଲେ। ପ୍ରବର୍ତ୍ତନ ନିର୍ଦେଶାଳୟ ଟିମ୍ ଉପରେ ହୋଇଥିବା ଆକ୍ରମଣ ଘଟଣାର ତଦନ୍ତ କରୁଛି ସିବିଆଇ। ଚଳିତ ବର୍ଷ ଜାନୁଆରି ୫ ତାରିଖରେ ଉତ୍ତର ୨୪ ପ୍ରଗଣା ଜିଲ୍ଲାର ସନ୍ଦେଶଖାଲିରେ ଇଡି ଅଧିକାରୀଙ୍କୁ ଆକ୍ରମଣ କରାଯାଇଥିଲା। ରାସନ ବଣ୍ଟନ ଦୁର୍ନୀତିରେ ଶାହଜାହାନ ଶେଖଙ୍କ ଘର ଉପରେ ଚଢ଼ାଉ କରିବାକୁ ଯାଇଥିଲା ଇଡି ଟିମ୍।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories