www.samajalive.in
Monday, December 8, 2025
14.1 C
Bhubaneswar

ଭୁବନେଶ୍ଵର ନାଲକୋ କାର୍ଯ୍ୟାଳୟରେ ସିବିଆଇ ଚଢ଼ାଉ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ନାଲକୋ କାର୍ଯ୍ୟାଳୟରେ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। ଚାକିରି ଦେବା ନାଁରେ ଏକାଧିକ ଯୁବକଙ୍କୁ ଠକେଇ କରାଯାଇଥିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ସିବିଆଇ ପକ୍ଷରୁ ୨ ଜଣ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି। ପୂର୍ବରୁ ପୁଲିସ ଠକେଇ ଅଭିଯୋଗରେ ଜଣଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସିବିଆଇ ପକ୍ଷରୁ ଅଧିକ ଖୋଳତାଡ଼ କରାଯାଉଥିବା ଜଣାପଡ଼ିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories