www.samajalive.in
Sunday, December 7, 2025
16.1 C
Bhubaneswar

ପ୍ରକାଶ ପାଇଲା ସିବିଏସଇ ଦଶମ ରେଜଲ୍ଟ

ସମାଜ ଡିଜିଟାଲ ଡେସ୍କ: ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ସିବିଏସଇ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହୋଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ପ୍ରତିଶତ ରହିଛି । ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‍ହାର ୨.୩୭ପ୍ରତିଶତ ଅଧିକ ରହିଛି । ଗତବର୍ଷ ତୁଳନାରେ ୦.୦୬ପ୍ରତିଶତ ଅଧିକ ରହିଛି । ଭୁବନେଶ୍ୱର ଜୋନରେ ପାସ୍‍ହାର ୯୨.୬୪ପ୍ରତିଶତ ରହିଛି ।

ଦଶମ ରେଜଲ୍ଟରେ ସଫଳତାରେ ତ୍ରିଭେନ୍ଦ୍ରମ ଆଗରେ ରହିଥିବାରୁ ଏଠାରେ ପାସ୍‍ହାର ୯୯.୭୯ପ୍ରତିଶତ ରହିଛି । ସେହିପରି ବିଜୟୱାଡା ପାସହାର ୯୯.୭୯ପ୍ରତିଶତ ଏବଂ ବେଙ୍ଗାଲୁରୁ ପାସ୍‍ହାର ୯୮.୯୦ପ୍ରତିଶତ । ଚଳିତ ବର୍ଷ ସିବିଏସଇ ଦଶମରେ ୨୩ଲକ୍ଷ ୭୧ହଜାର ୯୩୯ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories