www.samajalive.in
Sunday, December 14, 2025
26.1 C
Bhubaneswar

ଓଡ଼ିଶାରେ ପାସ୍‍ହାର ୭୮.୭୪ପ୍ରତିଶତ

ସମାଜ ଡିଜିଟାଲ ଡେସ୍କ: ପ୍ରକାଶ ପାଇଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଫଳାଫଳ । ଚଳିତ ବର୍ଷ ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି । ୪୦ହଜାର ୭୨୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ସେଥିମଧ୍ୟରୁ ୩୨ହଜାରରୁ ଅଧିକ ଛାତ୍ରଛାତ୍ରୀ ପାସ କରିଛନ୍ତି । ଭୁବନେଶ୍ୱର ଜୋନରେ ମୋଟ ୮୩.୬୪ପ୍ରତିଶତ ପାସ୍‍ହାର ରହିଥିବା ବେଳେ ସେଥିମଧ୍ୟରୁ ୭୭.୦୫ ପ୍ରତିଶତ ଛାତ୍ରୀ ରହିଛନ୍ତି ଏବଂ ୮୦.୭୭ପ୍ରତିଶତ ଛାତ୍ର ପାସ କରିଛନ୍ତି ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories