ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାଫଳ ଘୋଷିତ ଛାତ୍ରଙ୍କ ଠାରୁ ଛାତ୍ରୀ ଆଗରେ

ନୂଆଦିଲ୍ଲୀ – ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଘୋଷାଣ କରାଯାଇଛି । ଏଥର ଛାତ୍ରୀମାନେ ଛାତ୍ରଙ୍କ ଠାରୁ ଆଗରେ ଅଛନ୍ତି । ୯୪.୫୪ ପ୍ରତିଶତ ଛାତ୍ରୀ ପାସ୍ କରିଥିବା ବେଳେ ୯୧.୨୫ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି ।

 

prayash

ଆଜି ଦିନ ଦୁଇଟା ସମୟରେ ସିବିଏସ୍‌ଇ ଦଶମ ଶ୍ରେଣୀର ପରୀକ୍ଷାଫଳ ପ୍ରକାଶ ପାଇବ ।

Comments are closed.