www.samajalive.in
Wednesday, December 10, 2025
16.1 C
Bhubaneswar

ଦିଲ୍ଲୀ ବିସ୍ଫୋରଣ : ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ କାର୍ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଛି ସିସିଟିଭି ଭିଡ଼ିଓ । ଯେଉଁଥିରେ ସନ୍ଦିଗ୍ଧ ଡାକ୍ତର ଉମରଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି । ଭିଡ଼ିଓରେ ସେ ବିସ୍ପୋରଣରେ ବ୍ୟବହୃତ କାରରେ ମାସ୍କ ପିନ୍ଧି ବସିଥିବାର ଦେଖାଯାଇଛି। ପୋଲିସ କହିଛି ଯେ ଏହି i20 କାର୍ ଅପରାହ୍ନ ୩:୧୮ ରେ ବଦରପୁର ସୀମାରୁ ଦିଲ୍ଲୀରେ ପ୍ରବେଶ କରିଥିଲା । ଏହା ପରେ ଲାଲକିଲ୍ଲାରେ ପହଞ୍ଚିଥିଲା । ଲାଲକିଲ୍ଲା ପାର୍କିଂ ଲଟରେ ଲାଗିଥିବା ସିସିଟିଭି ଫୁଟେଜ୍ ରେ କାର ପାର୍କିଂ ଲଟରୁ ବାହାରକୁ ବାହାରି ଆସୁଥିବାର ଦେଖାଯାଉଛି। ଭିଡିଓରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ଆତଙ୍କବାଦୀ ଉମର ଡ୍ରାଇଭର ସିଟରେ ମାସ୍କ ପିନ୍ଧି ବସିଛି।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories