www.samajalive.in
Sunday, December 7, 2025
23.1 C
Bhubaneswar

ପୁଞ୍ଚରେ ପାକିସ୍ତାନ ସେନାର ଅସ୍ତ୍ରବିରତି ଉଲ୍ଲଙ୍ଘନ, ୧୦ ବର୍ଷର ବାଳକ ଗୁରୁତର

ଶ୍ରୀନଗର : ପୁଞ୍ଚ ଜିଲା ମେଣ୍ଢର ସବଡିଭିଜନରେ ରବିବାର ପାକିସ୍ତା ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଙ୍ଘନ କରାଯାଇଛି।
ସୀମାନ୍ତ ଗ୍ରାମକୁ ଲକ୍ଷ୍ୟ କରି ପାକିସ୍ତାନ ପକ୍ଷରୁ ଗୁଳି ଓ ଗୋଳା ମାଡ଼ କରାଯାଇଛି। ଏଥିରେ ମନକୋଟ ତହସିଲ ଅଧୀନ ଏକ ଗ୍ରାମର ଜଣେ ୧୦ ବର୍ଷର ବାଳକ ଗୁରୁତର ହୋଇଛି। ଭାରତୀୟ ସେନା ଏହାର କଡ଼ା ଜବାବ ଦେଇଛି। ଉଭୟପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।

ଜାମ୍ମୁ କାଶ୍ମୀର ରାଜୌରୀ ଜିଲାର ନୌସେରା ସେକ୍ଟରରେ ଶନିବାର ସକାଳେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରି ପାକିସ୍ତାନ ସେନା ପ୍ରବଳ ଗୁଳି ଓ ଗୋଳା ବର୍ଷଣ କରିଥିଲେ। ଗୁଳି ବିନିମୟରେ ଭାରତୀୟ ସେନାର ଜଣେ ଯବାନ ସହିଦ ହୋଇଛନ୍ତି। ଶନିବାର ସକାଳୁ ପାକିସ୍ତାନ ନୌସେନର ସେକ୍ଟରର ସେନା ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ମାଡ଼ କରୁଛି। କୁହାଯାଉଛି ଯେ ଆତଙ୍କବାଦୀଙ୍କୁ ଅନୁପ୍ରବେଶରେ ସହାୟତା ପାଇଁ ପାକିସ୍ତାନ ସେନା ସୀମାରେ ଏଭଳି ଅସ୍ତ୍ରବିରତି ଉଲ୍ଲଙ୍ଘନ କରୁଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories