www.samajalive.in
Monday, December 8, 2025
17.1 C
Bhubaneswar

ଜମ୍ମୁ-କଶ୍ମୀରରେ ପାକିସ୍ତାନର ଗୁଳିବର୍ଷଣ; ଜଣେ ନାଗରୀକ ଆହତ

ଜମ୍ମୁ : ସକାଳୁ ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମନକୋଟ, କୃଷ୍ଣା ଘାଟି ଓ ଦବରଜ ସେକ୍ଟରରେ ସୋମବାର ପାକିସ୍ତାନୀ ସେନା ପକ୍ଷରୁ ଗୁଳିବର୍ଷଣ ଜାରି ରହିଛି । ଏଥିରେ ମନକୋଟ ଅଞ୍ଚଳର ଜଣେ ନାଗରୀକ ଗୁରୁତର ଭାବରେ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କ ନାମ ହେଉଛି ଏମ୍.ମୁସ୍ତାକ୍ । ତାଙ୍କୁ ଚିକତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପାକିସ୍ତାନର ଗୁଳିବର୍ଷଣ ଯୋଗୁଁ ପୁଞ୍ଚର କେତେକ ସୀମାବର୍ତ୍ତୀ ଅଞ୍ଚଳରେ ଜିଲା ପ୍ରଶାସନ ପକ୍ଷରୁ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories