ଆମେ ପ୍ରସ୍ତୁତ, ଗଣତନ୍ତ୍ରର ମହାପର୍ବରେ ସମସ୍ତେ ସାମିଲ ହୁଅନ୍ତୁ – ମୁଖ୍ୟ ନିର୍ବାଚନ ଆୟୁକ୍ତ

ଡେସ୍କ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର କହିଛନ୍ତି। ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ସମୀକ୍ଷା ପରେ ଆଜି (ଶନିବାର) ମୁଖ୍ୟ ନିର୍ବାଚନ ଆୟୁକ୍ତ ଭୁବନେଶ୍ବରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, ୨୦୨୪ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନକୁ ନିର୍ବିଘ୍ନରେ ପରିଚାଳନା କରିବା ପାଇଁ ସମସ୍ତ ପ୍ରସ୍ତୁତି ପର୍ବ ସରିଛି। ଶ୍ରୀ କୁମାର କହିଛନ୍ତି, ଗଣତନ୍ତ୍ରର ମହାପର୍ବରେ ସମସ୍ତେ ସାମିଲ ହୁଅନ୍ତୁ। … Continue reading ଆମେ ପ୍ରସ୍ତୁତ, ଗଣତନ୍ତ୍ରର ମହାପର୍ବରେ ସମସ୍ତେ ସାମିଲ ହୁଅନ୍ତୁ – ମୁଖ୍ୟ ନିର୍ବାଚନ ଆୟୁକ୍ତ