www.samajalive.in
Monday, December 15, 2025
17.1 C
Bhubaneswar

ବିଶ୍ୱ ଅନୁସୂଚିତ ଜନଜାତି ଦିବସ ପାଳନ

କଣ୍ଟାବାଞ୍ଜି: ବିଶ୍ୱ ଅନୁସୂଚିତ ଜନଜାତି ସପ୍ତାହ ପାଳନ ଅବସରରେ ବେଲପଡା ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭିକ୍ଟର ସୋରେଙ୍ଗ ଯୋଗ ଦେଇ ଜନଜାତିର ବିକାଶ ହେଲେ ରାଜ୍ୟ ତଥା ଦେଶର ବିକାଶ ହୋଇପାରିବ ବୋଲି ଉଦବୋଧନ ଦେଇଥିଲେ। ଏହି ସପ୍ତାହ ପାଳନ ସ୍ଥାନୀୟ ସେଚ୍ଛାସେବି ସଂଘଠନ ସଂଯୋଗ ଓ ସୁଇଚଅନ ଫାଉଂଡେସନ ମିଳିତ ଉଦ୍ୟମରେ ବେହେରୁମୁଣ୍ଡା ପଂଚାୟତ ସଭାଗ୍ରହରେ ଆୟୋଜିତ ହୋଇଥିଲା। ଅତିଥି ବକ୍ତା ରୂପେ କୃଷିବିତ ଯଶୋବନ୍ତ ସାହୁ, ସ୍ଥାନୀୟ ସରପଞ୍ଚ ଓ ଜିଲ୍ଲା ପରିଷଦ ସଭ୍ୟ ଉପସ୍ଥିତ ହୋଇ ନିଜର ମତ ଉପସ୍ଥାପନ କରିଥିଲେ। ଶେଷରେ ଜିବାମୃତ ପ୍ରସ୍ତୁତି ଉପରେ ତାଲିମ ତଥା ପ୍ରଦର୍ଶନ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories