www.samajalive.in
Saturday, December 13, 2025
21.1 C
Bhubaneswar

ଡାଲମିଆ ସିମେଣ୍ଟର କାପ୍ଟିଭ ପାୱାର ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାରେ କୋଇଲା ହପର୍ ଭୁଶୁଡିବା ଘଟଣାରେ  ଡାଲମିଆ ସିମେଣ୍ଟର କାପ୍ଟିଭ ପାୱାର ପ୍ଲାଣ୍ଟ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଫ୍ୟାକ୍ଟ୍ରି ଆଣ୍ଡ୍‌ ବଏଲର ଡେପୁଟି ଡାଇରେକ୍ଟର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସୂଚନା ଦେଲେ ଅତିରିକ୍ତ ଜିଲ୍ଲାପାଳ ଅଭିମନ୍ୟୁ ମାଝୀ। ଯେପର୍ଯ୍ୟନ୍ତ ସୁରକ୍ଷା ସମ୍ପର୍କିତ କାମ ନସରିଛି, ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟା ସମୟରେ ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ଼ କାରଖାନର ଲାଇନ ୨ ପ୍ଲାଣ୍ଟରେ କୋଲ୍‌ ହପର ଷ୍ଟ୍ରକ୍‌ଚର ହଠାତ ପଡ଼ି ଯାଇଥିଲା। ନିୟମିତ ରକ୍ଷଣାବେକ୍ଷଣ ଅଭାବ ଯୋଗୁଁ ଏପରି ଘଟଣା ଘଟିଥିବା ଅଭିଯୋଗ ହୋଇଛି। ଖବର ପାଇ ତୁରନ୍ତ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଦୀର୍ଘ ଘଣ୍ଟା ଧରି ଖୋଜାଖୋଜି କରିବା ପରେ ୩  ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ରାସନ କାର୍ଡ ; ଇ-କେୱାଇସି ସରିବା ପରେ ନୂଆ ଆବେଦନ ପାଇଁ ପୋର୍ଟାଲ ଖୋଲିବ- ଖାଦ୍ୟ ଯୋଗାଣ ମନ୍ତ୍ରୀ

- Advertisement -

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories