www.samajalive.in
Sunday, December 14, 2025
23.1 C
Bhubaneswar

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି ପାଇଁ ଜାଗା ମଞ୍ଜୁର କଲେ କେନ୍ଦ୍ର ସରକାର

ଡେସ୍କ: ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ପ୍ରଣବ ମୁଖାର୍ଜୀଙ୍କ ସମାଧି ନିର୍ମାଣ ପାଇଁ ‘ରାଷ୍ଟ୍ରୀୟ ସ୍ମୃତି’ କମ୍ପ୍ଲେକ୍ସ (ରାଜଘାଟ ପରିସରର ଏକ ଅଂଶ) ମଧ୍ୟରେ ଏକ ନିର୍ଦ୍ଦିଷ୍ଟ ସ୍ଥାନ ନିର୍ଦ୍ଧାରଣ କରିବା ପ୍ରସ୍ତାବକୁ କେନ୍ଦ୍ର ସରକାର ମଙ୍ଗଳବାର ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବ ଉପରେ ପ୍ରତିକ୍ରିୟା ପ୍ରକାଶ କରି ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଲେଖିଛନ୍ତି, ‘ବାବାଙ୍କ ସ୍ମାରକୀ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହୃଦୟରୁ ଧନ୍ୟବାଦ ଓ କୃତଜ୍ଞତା। ଆମେ ଏହାକୁ ମାଗିନଥିବାରୁ ଏହା ଅଧିକ ପ୍ରଶଂସନୀୟ।

ସେ ସାମାଜିକ ଗଣାମଧ୍ୟକ ଏକ୍ସ’ରେ କହିଛନ୍ତି, ବାବା କହୁଥିଲେ ଯେ ରାଷ୍ଟ୍ରୀୟ ସମ୍ମାନ ମାଗିବା ଉଚିତ ନୁହେଁ, ଏହାକୁ ଅର୍ପଣ କରାଯିବା ଉଚିତ୍। ବାବାଙ୍କ ସ୍ମୃତିକୁ ସମ୍ମାନ ଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଏପରି କରିଥିବାରୁ ମୁଁ ବହୁତ କୃତଜ୍ଞ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories