www.samajalive.in
Wednesday, December 10, 2025
15.1 C
Bhubaneswar

ମିଳିଲା ଅନୁମତି, କେଜ୍ରିୱାଲଙ୍କ ବିରୋଧରେ ଚାଲିବ ମକଦ୍ଦମା

ନୂଆଦିଲ୍ଲୀ: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ମକଦ୍ଦମା ଚଳାଇବାକୁ ଗୃହ ମନ୍ତ୍ରଣାଳୟ ଅନୁମତି ଦେଇଛି। ଅର୍ଥ ହେରଫେର ସହ ଜଡ଼ିତ ମାମଲାରେ କେଜ୍ରିୱାଲଙ୍କ ବିରୋଧରେ ମକଦ୍ଦମା ଚଳାଇବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଅନୁମତି ଦିଆଯାଇଛି। ଏହାପୂର୍ବରୁ ଗତ ବର୍ଷ ନଭେମ୍ବର ମାସରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ, ଜଣେ ଜନ ସେବକଙ୍କ ବିରୋଧରେ ମକଦ୍ଦମା ଚଳାଇବା ପାଇଁ ପ୍ରାଧିକରଣଙ୍କଠାରୁ ମଞ୍ଜୁରୀ ନେବାକୁ ପଡ଼ିବ। ସୂଚନାଯୋଗ୍ୟ, ମଦ ଦୁର୍ନୀତିରେ ଅରବିନ୍ଦ କେଜ୍ରିୱାଲଙ୍କୁ ମାଷ୍ଟରମାଇଣ୍ଡ ତଥା କିଙ୍ଗପିନ୍ ଦର୍ଶାଇଥିଲା ଇଡି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories