www.samajalive.in
Saturday, December 6, 2025
26.1 C
Bhubaneswar

ବଢିଲା କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର କର୍ମଚାରୀଙ୍କ ପାଇଁ ଭଲ ଖବର। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ୧୧% ମହଙ୍ଗା ଭତ୍ତା ବୃଦ୍ଧିକୁ ବୁଧବାର କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ୧୭%ରୁ ୨୮%କୁ ବୃଦ୍ଧି ପାଇଛି କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା। ବର୍ଦ୍ଧିତ ଡିଏ ଜୁଲାଇ ୧ ତାରିଖରୁ ଲାଗୁ ହେବ।

ସୂଚନାଯୋଗ୍ୟ, ଗତ ବର୍ଷ ଏହାକୁ ବନ୍ଦ କରାଯାଇଥିବା ବେଳେ ଏବେ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଦୀର୍ଘ ଦିନ ଧରି ଅପେକ୍ଷାରତ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଏହା ଏକ ଆଶ୍ବସ୍ତିକର ଖବର ନିଶ୍ଚିତ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories