www.samajalive.in
Saturday, December 6, 2025
16.1 C
Bhubaneswar

ଅକ୍ଟୋବର ମାସରୁ ହିତାଧିକାରୀଙ୍କୁ ମିଳିବ ଗହମ

ସମାଜ ଡିଜିଟାଲ ଡେସ୍କ: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଅକ୍ଟୋବର ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ। ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି। ପୂର୍ବରୁ ବିଧାନସଭାରେ ଗହମ ମିଳିବା ନେଇ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଥିଲେ। ହିତାଧିକାରୀଙ୍କୁ ମଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିଲା।

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories