www.samajalive.in
Wednesday, December 10, 2025
26.1 C
Bhubaneswar

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଓଡ଼ିଶା ଦିବସ ପାଳିତ

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ କାର୍ଯ୍ୟାଳୟରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛିା ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥ#ଲୋ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସମବେତ ହୋଇ ରାଜ୍ୟ ସଙ୍ଗୀତ “ବନ୍ଦେ ଉତ୍କଳ ଜନନୀ’ ସମୂହଗାନ କରିଥିଲ।

ସୂଚନାଯୋଗ୍ୟ ଯେ କାର୍ଯ୍ୟାଳୟର ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସଂପୂର୍ଣ୍ଣ ସମର୍ପଣର ସହ ନିଜ ନିଜର କାର୍ଯ୍ୟ ସଂପାଦନ କରି ରାଜ୍ୟରେ ମୁକ୍ତ, ଅବାଧ, ନିରପେକ୍ଷ ଓ ସର୍ବସମ୍ମିଳିତ ନିର୍ବାଚନ ପାଇଁ ଅଙ୍ଗୀକାରବଦ୍ଧ ହେବା ପାଇଁ ପ୍ରେରିତ କରିଥ#ଲୋ ଏହି ଅବସରରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧ#କାରୀ ଡକଫର ଏନ୍. ତିରୁମାଲା ନାୟକ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ମହାନ୍ତି ଏବଂ ଅନ୍ୟ ସମସ୍ତ ବରିଷ୍ଠ ଅଧ#କାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories