www.samajalive.in
Friday, December 5, 2025
27.1 C
Bhubaneswar

ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ସମାଜ ଡିଜିଟାଲ ଡେସ୍କ: ନୂଆପଡା ଉପନିର୍ବାଚନରେ ୮ଟି ବୁଥରେ ବ୍ୟବହାର ହେବ ହେଲିକପ୍ଟର । ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ଥିବା ୮ଟି ବୁଥରେ ହେଲିକପ୍ଟର ବ୍ୟବହାର ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ସେ କହିଛନ୍ତି ଯେ ଲୋକଙ୍କୁ ନେବା ଆଣିବା ପାଇଁ ହେଲିକପ୍ଟର ବ୍ୟବହାର ହେବ । ୧୪କମ୍ପାନୀ ସିଏପିଏଫ୍‍ ମଧ୍ୟ ଉପନିର୍ବାଚନ ପାଇଁ ଆସିବେ ବୋଲି ସୂଚନା ଦେଇଛନ୍ତି ।
ନୂଆପଡା ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ନୂଆପଡା ଉପଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories