www.samajalive.in
Tuesday, December 9, 2025
26.1 C
Bhubaneswar

ଭାରତ ବନ୍ଦ ସମୟରେ ବିହାରରେ ଦୁଇ ବର୍ଷ ଶିଶୁର ମୃତ୍ୟୁ ଅଭିଯୋଗ

ପାଟନା .- କଂଗ୍ରେସ ଓ ଅନ୍ୟ ଦଳମାନଙ୍କ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ବିହାରରେ ଏଥିଯୋଗୁଁ ଜଣେ ୨ ବର୍ଷର ଶିଶୁର ମୃତ୍ୟୁ ହୋଇଥିବା ବିଜେପିର ବରିଷ୍ଠ ନେତା ତତା କେନ୍ଦ୍ର ମନ୍ତ୍ରୀ ରବିଶଙ୍କର ପ୍ରସାଦ ଅଭିଯୋଗ କରିଛନ୍ତି । ସଙ୍କଟାପନ୍ନ ଅବସ୍ଥାରେ ଥିବା ଏକ ଶିଶୁ ଆମ୍ବୁଲାନ୍ସ ନେଇ କରି ଯାଉଥିବା ସମୟରେ ବନ୍ଦ ଯୋଗୁଁ ହୋଇଥିବା ଟ୍ରାଫିକରେ ଫସି ରହିଥିଲା । ସେଥିଯୋଗୁଁ ଶିଶୁଟିର ମୃତ୍ୟୁ ହୋଇଥିବା କଥା ସେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ।

ବିହାରର ଜେହାନବାଦରେ ଏହି ଘଟଣା ଘଟିଥିବା କଥା ସେ ପ୍ରକାଶ କରିଛନ୍ତି । ମାତ୍ର ବିରୋଧି ଦଳମାନେ ଏ କଥାକୁ ଅସ୍ୱୀକାର କରିଛନ୍ତି । ଶିଶୁଟିକୁ ତାଙ୍କର ପରିବାର ଲୋକ ଡେରିରେ ଚିକିତ୍ସାପାଇଁ ନେଉଥିବା କାରଣରୁ ତାହାର ମୃତ୍ୟୁ ହୋଇଥିବା କଥା  ଆର୍‌ଜେଡି ଓ କଂଗ୍ରେସ ପ୍ରକାଶ କରିଛନ୍ତି ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories