www.samajalive.in
Sunday, December 14, 2025
26.1 C
Bhubaneswar

ବେଆଇନ୍ ମଦ ଜବତ, ଜଣେ ଗିରଫ

ଚୌଦ୍ୱାର :ଚୌଦ୍ୱାର ପୁଲିସ୍ ଆଗ୍ରାହାଟ ରୋଡ଼ର ମହିମା ପ୍ୟାଲେସ୍ ନିକଟରେ ଏକ ଘରେ ଚଢ଼ଉ କରି ୨୫ ଲିଟର ବେଆଇନ୍ ଦେଶୀ ମଦ ଜବତ କରିବା ସହିତ ମଦ ବ୍ୟବସାୟୀକୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ ଜଣକ ହେଲା ଯାଜଭୈରବ ନୂଆଗାଁର ମହନୀ ସାମଲ । ଆଜି ଚୌଦ୍ବାରା ପୁଲିସ ପକ୍ଷରୁ ତାକୁ କୋର୍ଟ ଚାଲାଣ କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories