www.samajalive.in
Monday, December 8, 2025
20.1 C
Bhubaneswar

ବେଆଇନ୍ ମଦ ଜବତ, ଜଣେ ଗିରଫ

ଚୌଦ୍ୱାର:ଚୌଦ୍ୱାର ପୁଲିସ ୫୦ ଲିଟର ବେଆଈନ୍ ମଦ ଜବତ କରିବା ସହିତ ମଦ ବ୍ୟବସାୟୀ ଗୁରୁଡ଼ିଝାଟିଆ ଅଞ୍ଚଳର କୃଷ୍ଣଚନ୍ଦ୍ର ସାହୁକୁ ଗିରଫ କରିଛି । ପୁଲିସ ସୂଚନା ଅନୁଯାୟୀ କୃଷ୍ଣଚନ୍ଦ୍ର ଗୁରୁଡ଼ିଝାଟିଆ ଅଞ୍ଚଳରୁ ଚୋରାରେ ମଦ ଆଣି ବାଣୀପଦା ଅଞ୍ଚଳରେ ବିକ୍ରି କରୁଥିବା ଖବର ପାଇ ପୁଲିସ ଚଢ଼ଉ କରି ତାକୁ ଧରିବାରେ ସକ୍ଷମ ହୋଇଥିଲେ । ଅଭିଯୁକ୍ତକୁ ଅଦାଲତ ଚାଲାଣ କରାଯାଇଛି ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories