www.samajalive.in
Monday, December 8, 2025
27.1 C
Bhubaneswar

ଚୌଦ୍ୱାରରେ ଆମ୍ବେଦକରଙ୍କ ଜୟନ୍ତୀ

ଚୌଦ୍ୱାର: ଭାରତୀୟ ଜନତା ପାର୍ଟିର ଚୌଦ୍ୱାର ମଣ୍ଡଳ ତରଫରୁ ସମ୍ବିଧାନ ପ୍ରଣେତା ଭାରତରତ୍ନ ଡ. ବି.ଆର. ଆମ୍ବେଦକରଙ୍କ ୧୩୩ତମ ଜୟନ୍ତୀ ପାଳିତ ହୋଇ ଯାଇଛି । ଦଳର କଟକ ଜିଲା ସମ୍ପାଦକ ବୈରାଗୀ ଚରଣ ପ୍ରଧାନଙ୍କ ପୌରୋହିତ୍ୟରେ ପୌରପାଳିକା ୧୭ ନମ୍ବର ୱାର୍ଡ଼ ଦଳିତ ବସ୍ତିରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଉପସଭାପତି ପ୍ରଶାନ୍ତ କୁମାର ହୋତା ଅତିଥି ଭାବେ ଯୋଗଦେଇ ଆମ୍ବେଦକରଙ୍କ ଜୀବନାଦର୍ଶ ସମ୍ପର୍କରେ ଆଲୋଚନା କରିଥିଲେ। ହଂସ ଚରଣ ସାହୁ, ଦୁଃଶାସନ ମୁଦୁଲି, ଦେବେନ୍ଦ୍ର ଦାସ, ମାନସ ସାହୁ,ପ୍ରକାଶ ସାମଲ, ବିଶ୍ୱ ବିହାରୀ ସ୍ୱାଇଁ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories