www.samajalive.in
Monday, December 8, 2025
14.1 C
Bhubaneswar

ଓଡ଼ିଶା ପୁଞ୍ଜିନିବେଶର ଉପଯୁକ୍ତ ସ୍ଥାନ ଏବଂ ଆଗାମୀ ଦିନରେ ରିଲାୟନ୍ସ ଗ୍ରୁପ ଓଡିଶାରେ ନିବେଶ କରିବ: ମୁକେଶ ଅମ୍ବାନୀ

ଭୁବନେଶ୍ବର: ବିଶିଷ୍ଟ ଶିଳ୍ପପତି ତଥା ରିଲାୟନ୍ସ ଗ୍ରୁପର ମୁଖ୍ୟ ତଥା ରିଲାୟନ୍ସ ଗ୍ରୁପ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାକ୍ଷାତ କରିଛନ୍ତି।

ଏହି ଅବସରରେ ମୁକେଶ ଅମ୍ବାନୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଓଡ଼ିଶାରେ ପୁଞ୍ଜିନିବେଶ ନେଇ ଆଲୋଚନା ହୋଇଥିଲା। ଆଲୋଚନାରେ ଓଡିଶାରେ ମୁକେଶ ଅମ୍ବାନୀ ନିବେଶ କରିବା ନେଇ ଆଗ୍ରହ ପ୍ରକାଶ କରିଛନ୍ତି ଏବଂ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି।

- Advertisement -

ଓଡ଼ିଶା ପୁଞ୍ଜିନିବେଶର ଉପଯୁକ୍ତ ସ୍ଥାନ ଏବଂ ଆଗାମୀ ଦିନରେ ରିଲାୟନ୍ସ ଗ୍ରୁପ ଓଡିଶାରେ ନିବେଶ କରିବ ବୋଲି ରିଲାୟନ୍ସ ଗ୍ରୁପର ମୁଖ୍ୟ ମୁକେଶ ଅମ୍ବାନୀ କହିଛନ୍ତି ପ୍ରକାଶ କରିଛନ୍ତି। ଓଡ଼ିଶାରେ ପୁଞ୍ଜିନିବେଶ ନେଇ ରିଲାୟନ୍ସ ଗ୍ରୁପ ମୁଖ୍ୟ ତଥା ରିଲାୟନ୍ସ ଗ୍ରୁପ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଲୋଚନା ସଫଳ ହୋଇଛି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories