www.samajalive.in
Wednesday, December 10, 2025
15.1 C
Bhubaneswar

ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ

ରାଞ୍ଚି: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ଦଳ ନେତା ଚମ୍ପାଇ ସୋରେନ ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଶୁକ୍ରବାର ରାଜଭବନରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହା ବ୍ୟତୀତ କଂଗ୍ରେସ ଦଳର ଆଲମଗୀର ଆଲମ ଏବଂ ଆରଜେଡିର ସତ୍ୟାନନ୍ଦ ଭୋକ୍ତା ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚମ୍ପାଇ ସୋରେନଙ୍କୁ ଗୁରୁବାର ରାଜ୍ୟପାଳ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ କରିଥିଲେ।

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories