ଧାନ କାଟୁଥିଲେ; ବିଦ୍ୟୁତ ତାର ଲାଗି ଜୀଅନ୍ତା ଜଳିଗଲେ ଚାଷୀ

ଚାନ୍ଦବାଲି : ଚାନ୍ଦବାଲି ନରସିଂହପୁର ବାଲିଗାଁ ୧୨ ନମ୍ବର ୱାର୍ଡ ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି । ୧୧ କେଭି ବିଦ୍ୟୁତ ତାର ଲାଗି ଜଳିଗଲେ ଚାଷୀ । ନରସିଂହପୁର ବାଲିଗାଁ ୧୨ ନମ୍ବର ୱାର୍ଡ ଅଞ୍ଚଳର ବିଲରେ ଅଘଟଣ ଘଟିଛି । ଧାନ କାଟୁ ଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ଚାଷୀଙ୍କ ମୃତ୍ୟୁ ଘଟିଛି । ଏହାସହ୨ ଏକର ଜମି ପୋଡି ପାଉଁଶ ହୋଇଯାଇଛି । କ୍ଷତିପୂରଣ ଦାବିରେ ବିଦ୍ୟୁତ୍‌ କାର୍ଯ୍ୟାଳୟ ସମ୍ମୁଖରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଦେଖନ୍ତୁ ଭିଡିଓ ; ଗଛରେ ଝୁଲି ରହିଥିଲା ଅଜଗର, ଲୋକେ ଦେଖି ଛାନିଆ,ଏମିତି ହେଲା ଉଦ୍ଧାର..

ଏହି ଧଳା ଶସ୍ତା ଜିନିଷ ଦୂର କରେ ବାସ୍ତୁ ଦୋଷ ; ଜାଣନ୍ତୁ ଚୁଟ୍‌କିରେ ଏହି ଉପାୟରେ ଘରେ କେବେ ହେବନି ଧନ ଅଭାବ, ସ୍ୱାମୀ-ସ୍ତ୍ରୀଙ୍କ ଝଗଡା, ଅଶାନ୍ତି..

ଖୁବ୍‌ ଖାସ୍‌ ନୂଆବର୍ଷ; ପ୍ରଥମ ସପ୍ତାହରେ ବୁଧଙ୍କ ଚଳନ, ଏହି ରାଶି ହେବେ ମାଲାମାଲ୍‌, ମିଳିବ ଚାକିରି, ସୁଖମୟ ଦାମ୍ପତ୍ୟ ଜୀବନ..

Comments are closed.