www.samajalive.in
Wednesday, December 10, 2025
14.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା: ଯୁବକଙ୍କୁ ଚାପି ଦେଲା ଟ୍ରକ୍‌

ଭୁବନେଶ୍ଵର : ଚନ୍ଦକା କୁଜିମହଲ ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିପରୀତ ଦିଗରୁ ଏକ ଟ୍ରକ୍ ଦ୍ରୁତ ଗତିରେ ଆସୁଥିବାବେଳେ ଜଣେ ଯୁବକଙ୍କୁ ଧକ୍କା ଦେଇଛି। ଫଳରେ ଘଟଣାରେ ଯୁବକଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକମାନେ ମୃତଦେହ ରଖି ଖୋର୍ଦ୍ଧା-ପିତାପଲ୍ଲୀ ଓ କଟକ ରାସ୍ତା ଅବରୋଧ କରିଛନ୍ତି। ଖବର ପାଇ ଚନ୍ଦକା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା ଜାରି ରଖିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories