www.samajalive.in
Thursday, December 11, 2025
27.1 C
Bhubaneswar

ଚନ୍ଦକା ଜଙ୍ଗଲରେ ନିଆଁ

ଭୁବନେଶ୍ବର : ଚନ୍ଦକା ଅଭୟାରଣ୍ୟରେ ନିଆଁ ଲାଗିଥିବାବେଳେ ଏହାକୁ ଲିଭାଇବାକୁ ଉଦ୍ୟମ ଜାରି ରହିଛି । ଚନ୍ଦକା ଗୋଡିବାରି ଜଙ୍ଗଲରେ କୌଣସି କାରଣରୁ ନିଆଁ ଲାଗିଛି ଏବଂ ଏହା  ଜଙ୍ଗଲରେ ପ୍ରାୟ ୨ କିମି ପର୍ଯ୍ୟନ୍ତ ବ୍ୟାପିଛି । ନିଆଁ ଲିଭାଇବାକୁ ବନ କର୍ମଚାରୀ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ କରାଯାଉଛି । ତେବେ କେମିତି ଏହି ନିଆଁ ଲାଗିଲା ତାହା ଜଣାପଡିନି । ଖରାଦିନେ ପ୍ରାୟତଃ ଜଙ୍ଗଲରେ ନିଆଁ ଲାଗିବା ଖବର ସାମ୍ନାକୁ ଆସୁଛି । ଜଙ୍ଗଲ ଜଳିବା ଯୋଗୁଁ ତାପମାତ୍ରା ମଧ୍ୟ ଅଧିକ ବୃଦ୍ଧି ପାଉଛି ।

ତାତିରୁ ସାମାନ୍ୟ ଆଶ୍ବସ୍ତି

Hot this week

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

Related Articles

Popular Categories