www.samajalive.in
Wednesday, December 10, 2025
18.1 C
Bhubaneswar

ଚାନ୍ଦିପୁରରେ ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ

ଚାନ୍ଦିପୁର: ଚାନ୍ଦିପୁରରେ ଥିବା ଅନ୍ତରୀଣ ପରୀକ୍ଷଣ ଘାଟିରୁ ବୁଧବାର ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ହୋଇଯାଇଛି। ସକାଳ ୧୦ଟା ୨୭ରେ ଏହି ପରୀକ୍ଷଣ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ ହୋଇଥିଲା।

ଭାରତ ଓ ରୁଷିଆର ମିଳିତ ଜ୍ଞାନକୌଶଳରେ ତିଆରି ହୋଇଥିବା କ୍ଷେପଣାସ୍ତ୍ର ବ୍ରହ୍ମୋସ ୪୦୦ କିଲୋମିଟର ପର୍ଯ୍ୟନ୍ତ ଶତ୍ରୁପକ୍ଷର ଲକ୍ଷ୍ୟଭେଦ କରିପାରିବ। ଏହି କ୍ଷେପଣାସ୍ତ୍ରକୁ ଉଭୟ ଜଳ ଓ ସ୍ଥଳଭାଗରୁ ନିକ୍ଷେପ କରାଯାଇପାରିବ। ଏହି କ୍ଷେପଣାସ୍ତ୍ର ସ୍ଥଳଭାଗରୁ ୪୫୦ କିଲୋମିଟର ୬୦୦ କିଲୋମିଟର ଲକ୍ଷ୍ୟଭେଦ କରିପାରୁଥିବା ବେଳେ ବାୟୁସେନାର ଯୁଦ୍ଧ ବିମାନରୁ ୪ଶହ କିଲୋମିଟର ପର୍ଯ୍ୟନ୍ତ ଟାର୍ଗେଟକୁ ଲକ୍ଷ୍ୟଭେଦ କରିପାରିବାର କ୍ଷମତା ରଖିଛି।

- Advertisement -

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories