www.samajalive.in
Friday, December 5, 2025
26.1 C
Bhubaneswar

ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ, ଚତୁର୍ଥ ଥର ପାଇଁ ହେଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଅମରାବତୀ: ଚନ୍ଦ୍ରବାବୁ ନାଇଡୁ ବୁଧବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚତୁର୍ଥ ଥର ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଚନ୍ଦ୍ରବାବୁ। ରାଜ୍ୟପାଳ ଏସ. ଅବଦୁଲ ନଜୀର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ପାଠ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସମେତ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ଥିଲେ। ନାଇଡୁ ସରକାରରେ ଟିଡିପିରୁ ୨୧, ଜନସେନାରୁ ଦୁଇ ଓ ବିଜେପିରୁ ଜଣେ ମନ୍ତ୍ରୀ ମଧ୍ୟ ଶପଥ ନେବେ। ଏହା ପୂର୍ବରୁ ମଙ୍ଗଳବାର ଟିଡିପି ଓ ଏନଡିଏ ଚନ୍ଦ୍ରବାବୁ ନାଇଡୁଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରିଥିଲେ।

 

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories