www.samajalive.in
Monday, December 15, 2025
26.1 C
Bhubaneswar

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଅନଶନ ଆରମ୍ଭ

ବିଜୟୱାଡ଼ା: ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ପାହ୍ୟା ଦାବିରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଅନଶନ ଆରମ୍ଭ କରିଛନ୍ତି। ଆଜି ନିଜ ଜନ୍ମ ଦିନରେ ଶ୍ରୀ ନାଇଡ଼ୁ ଇନ୍ଦିରା ଗାନ୍ଧି ଷ୍ଟାଡିୟମ୍‍ ସମ୍ମୁଖରେ ସକାଳ ୭ଟାରୁ ଅନଶନରେ ବସିଛନ୍ତି। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସେ ଅନଶନରେ ବସିବେ ବୋଲି ଜଣାପଡ଼ିଛି। ଶ୍ରୀ ନାଇଡ଼ୁଙ୍କ ସହିତ ଅନ୍ୟମନ୍ତ୍ରୀମାନେ ମଧ୍ୟ ଅନଶନରେ ବସିଛନ୍ତି। ମନ୍ତ୍ରିମଣ୍ଡଳର ୧୩ଜଣ ସଦସ୍ୟ ପ୍ରତି ଜିଲାରେ ଅନଶନରେ ବସିଛନ୍ତି। ଏହି ଅନଶନକୁ ଶ୍ରୀନାଇଡ଼ୁ ‘ନ୍ୟାୟ ପାଇଁ ସଂଘର୍ଷ’ ନାମରେ ଅଭିହିତ କରିଛନ୍ତି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories