ଡ. ଚନ୍ଦ୍ରଶେଖର ହୋତା ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ

ଭୁବନେଶ୍ବର : ଡ. ଚନ୍ଦ୍ରଶେଖର ହୋତା ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଡ. ହୋତା ସଙ୍ଗୀତ ନାଟକ ଏକାଡେମୀ ସଚିବ ଭାବେ ମଧ୍ୟ ଦାୟିତ୍ବ ତୁଲାଇବେ ରହିବେ । ଅନ୍ୟାଦେଶ ପର୍ଯ୍ୟନ୍ତ ଦାୟିତ୍ବ ତୁଲାଇବେ । ଆଗାମୀ ୨୮ ତାରିଖରୁ ସେ ବିଧିବଦ୍ଧ ଭାବେ ନୂଆ ଦାୟିତ୍ବ ଗ୍ରହଣ କରିବେ ।
Comments are closed.