www.samajalive.in
Saturday, December 6, 2025
26.1 C
Bhubaneswar

ଚାରିଧାମ ଯାତ୍ରା ୨୪ ଘଣ୍ଟା ପାଇଁ ସ୍ଥଗିତ

ବଡ଼କୋଟ(ଉତ୍ତରକାଶୀ): ପ୍ରବଳ ବର୍ଷା ଯୋଗୁଁଁ ଯମୁନୋତ୍ରୀ ରାଜପଥ ସମେତ ଅନେକ ରାସ୍ତା ବନ୍ଦ ରହିଛି। ଗଡ଼ୱାଲ କମିଶନର ବିନୟ ଶଙ୍କର ପାଣ୍ଡେ କହିଛନ୍ତି ଯେ, ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ଚାରିଧାମ ଯାତ୍ରାକୁ ଆଗାମୀ ୨୪ ଘଣ୍ଟା ପାଇଁ ସ୍ଥଗିତ ରଖାଯାଇଛି। ପୁଲିସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ହରିଦ୍ୱାର, ଋଷିକେଶ, ଶ୍ରୀନଗର, ରୁଦ୍ରପ୍ରୟାଗ, ସୋନପ୍ରୟାଗ ଏବଂ ବିକାଶନଗରରେ ତୀର୍ଥଯାତ୍ରୀମାନଙ୍କୁ ଅଟକାଇବାକୁ  ନିର୍ଦ୍ଦେଶ ଦିଆଯାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories