www.samajalive.in
Monday, December 15, 2025
24.1 C
Bhubaneswar

ବଡ ସଫଳତା: ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୬ ନକ୍ସଲ

ନୂଆଦିଲ୍ଲୀ : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି।  ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ ହୋଇଥିବାବେଳେ ଦୁଇ ଯବାନ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଏବେବି ଗୁଳି ବିନିମୟ ଜାରି ରହିଛି।

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories