www.samajalive.in
Sunday, December 14, 2025
26.1 C
Bhubaneswar

ଏନ୍‌କାଉଣ୍ଟର : ୩ ମାଓବାଦୀ ନିହତ

ନୂଆଦିଲ୍ଲୀ:  ଛତିଶଗଡରେ ପୁଲିସ୍ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଦନ୍ତେଓ୍ବାଡା ଏବଂ ବିଜାପୁର ଜିଲ୍ଲା ସୀମାନ୍ତରେ ଏହି ଏନକାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ହାର୍ଡକୋର୍ ମାଓବାଦୀ ନିହତ ହୋଇଛନ୍ତି। ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ ହୋଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories