www.samajalive.in
Monday, December 8, 2025
20.1 C
Bhubaneswar

ଘାଟିରେ ଓଲଟିଲା ଟ୍ରକ୍, ଚାଲିଗଲା ୫ ଜଣଙ୍କ ଜୀବନ

ନୂଆଦିଲ୍ଲୀ : ଭାରସାମ୍ୟ ହରାଇ ଓଲଟିଲା ଟ୍ରକ । ଚାଲିଗଲା ୫ ଜଣଙ୍କ ଜୀବନ । ଛତିଶଗଡ ବସ୍ତର ଜିଲ୍ଲାରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶନିବାର ବିଳମ୍ବିତ ରାତିରେ ଏକ ଟ୍ରକରେ ୪୫ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ। ଆଜି ଭୋର୍ ସକାଳ ପ୍ରାୟ ୪.୩୦ ମିନିଟ୍ ସମୟରେ ଟ୍ରକଟି ବସ୍ତର ଜିଲ୍ଲାର ଦରଭା ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ପ୍ରାୟ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories