www.samajalive.in
Tuesday, December 9, 2025
16.1 C
Bhubaneswar

କାର୍‌କୁ ଧକ୍କା ଦେଲା ଟ୍ରକ୍ , ୬ ମୃତ

ଛତିଶଗଡ : ଛତିଶଗଡରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଲୋଡ ଜିଲ୍ଲା ଭାନୁପ୍ରତାପପୁର ଦଲ୍ଲିରାଝରା ରାସ୍ତାରେ ଏକ କାରକୁ ଧକ୍କା ଦେଇଛି ଟ୍ରକ୍। ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭ରୁ ଅଧିକ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ରାଜନ୍ଦଗାଓ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories