www.samajalive.in
Monday, December 15, 2025
16.1 C
Bhubaneswar

୩ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ଛତିଶଗଡ : ଛତିଶଗଡରେ ୩ କ୍ୟାଡର ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଗରିଆବନ୍ଧ ସ୍ଥିତ ପୁଲିସ ମୁଖ୍ୟାଳୟରେ ଆତ୍ମସମର୍ପଣ କରିଛନ୍ତି। ଏସ୍‌ଡିକେ ଡେପୁଟି କମାଣ୍ଡର ଦିଲୀପ, ଏସଡିକେ ଏରିଆ କମିଟି ସଦସ୍ୟ ମଞ୍ଜୁଳା ଓ ବରଗଡ ଏରିଆ କମିଟି ସଦସ୍ୟ ସୁନିତା ଆତ୍ମସମର୍ପଣ କରିଛନ୍ତି। ୩ ଜଣଙ୍କୁ ଧରାଇବାକୁ ପ୍ରାୟ ୧୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା।

ଏଥର ହୋଲିରେ ଗ୍ରହଙ୍କ ଅଦ୍ଭୁତ ସଂଯୋଗ :ଏହି ରାଶି କିଣିବେ ଜମି, ଘର, ହେବ ବିବାହ, ଚମକିବ ଭାଗ୍ୟ..

- Advertisement -

 

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories