www.samajalive.in
Saturday, December 6, 2025
26.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ୧୧ ମୃତ,୨୦ ଆହତ

ରାୟପୁର : ଛତିଶଗଡର ଭାଟାପାରାର ଗ୍ରାମ ଖମରିଆ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଶୁକ୍ରବାର ଖବର ମିଳିଛି। ଏକ ଟ୍ରକ ଓ ପିକଅପ୍‌‌ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ଧକ୍କା ହୋଇ ୧୧ ଜଣଙ୍କ ଜୀବନ ଚାଲିଯାଇଛି। ଏହାସହ ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଭାଟାପାରାର ବଲୋଦା ବଜାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭାଟାପାରା ଗ୍ରାମୀଣ ଥାନା ଅଞ୍ଚଳର ଏହି ଘଟଣା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories