www.samajalive.in
Sunday, December 7, 2025
15.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ନକ୍ସଲ ନିହତ

ରାୟପୁର : ଛତିଶଗଡ-ଦନ୍ତେୱାଡା ଜିଲାର ସୀମାରେ ଗୁରୁବାର ସକାଳେ ସୁରକ୍ଷାକର୍ମୀ -ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏହି ଗୁଳି ବିନିମୟରେ ୭ ନକ୍ସଲ ନିହତ ହୋଇଥିବା ଖବର ମିଳିଛି ।
ସୂଚନାନୁଯାୟୀ, ନକ୍ସଲ ବିରୋଧୀ ଅପରେସନରେ ନାରାୟଣପୁର, ଦନ୍ତେୱାଡା, ଜଗଦଲପୁର ଆଦି ଅଞ୍ଚଳରେ ଡିଆରଜି ସହ ଏସଟିଏଫ-ସିଆରପିଏଫ ଟିମ୍‌ ଦକ୍ଷିଣ ଅବୁଝମାଡ ଜଙ୍ଗଲ କ୍ଷେତ୍ରରେ ଯାଇଥିଲେ । ଏଠାରେ ଗୁରୁବାର ସକାଳୁ ହିଁ ସୁରକ୍ଷାକର୍ମୀ-ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ଆରମ୍ଭ ହୋଇଥିଲା । ନକ୍ସଲଙ୍କ ଗୁଳି ବିନିମୟ ପରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୭ ନକ୍ସଲ ନିହତ ହୋଇଥିବା ବେଳେ ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି ।

ବାସ୍ତୁ: ନୂଆବର୍ଷ ୨୦୨୫ ଆରମ୍ଭରେ ଘରକୁ ଆଣନ୍ତୁ ବାସ୍‌ ଏହି ଖାସ୍‌ ଜିନିଷ, ବର୍ଷଯାକ ହେବ ଧନ ବର୍ଷା..

ନୂଆବର୍ଷ ୨୦୨୫ରେ ଅଦ୍ଭୁତ ସଂଯୋଗ ; ଏକାଠି ହେବ ଶୁକ୍ର-ରାହୁ, ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

- Advertisement -

 

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories