BJD Bijuli 480×75 Mob

ଛତିଶଗଡରେ ଏନ୍‌‌କାଉଣ୍ଟର ; ୪ ମାଓବାଦୀ ନିହତ

BJD Bijuli 480×75 Mob

ଛତିଶଗଡ : ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ମଙ୍ଗଳବାର ଏକ ବଡ ସଫଳାତା ମିଳିଛି। ବିଜାପୁରରେ ଏନ୍‌‌କାଉଣ୍ଟରରେ ୪ ମାଓବାଦୀ ନିହତ ହୋଇଛନ୍ତି। ମିର୍ତୁର ଥାନାଠାରୁ ୧୪ କିମି ଦୂର ପୋମରା ଜଙ୍ଗଲରେ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ରହିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।ସମସ୍ତ ମାଓବାଦୀଙ୍କ ମୃତଦେହ ସହ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

Comments are closed.